134 fugitives return from abroad ।। ବିଦେଶରୁ ଫେରିଛନ୍ତି ୧୩୪ ପଳାତକ
ସିବିଆଇ ଗତ ପାଞ୍ଚ ବର୍ଷ ମଧ୍ୟରେ ବିଦେଶରୁ ୧୩୪ ଜଣ ପଳାତକଙ୍କୁ ଫେରାଇ ଆଣିବାରେ ସଫଳ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ୨୦୧୦ ରୁ ୨୦୧୯ ମଧ୍ୟରେ ସମଗ୍ର ଦଶନ୍ଧି ମଧ୍ୟରେ ପ୍ରତ୍ୟର୍ପିତଙ୍କ ସଂଖ୍ୟାଠାରୁ ପ୍ରାୟ ଦୁଇଗୁଣ । ଇଣ୍ଟରପୋଲ୍ ସହିତ ଭିନ୍ନ ଦେଶ ଓ କେନ୍ଦ୍ରୀୟ ପ୍ରବର୍ତ୍ତନ ଏଜେନ୍ସିମାନଙ୍କ ସହ ସମନ୍ବୟ ରକ୍ଷା କରି ସିବିଆଇ ୨୦୨୦ରୁ ଏହି ୧୩୪ ଜଣ ପଳାତକଙ୍କୁ ଫେରାଇ ଆଣିବାରେ ସକ୍ଷମ ହୋଇଛି ସେଥିମଧ୍ୟରୁ ୨୩ ଜଣଙ୍କୁ ଚଳିତ ବର୍ଷ ଫେରାଇ … Continue reading 134 fugitives return from abroad ।। ବିଦେଶରୁ ଫେରିଛନ୍ତି ୧୩୪ ପଳାତକ
Copy and paste this URL into your WordPress site to embed
Copy and paste this code into your site to embed