୨୭୦୦ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର

Odisha: ଏ ପର୍ଯ୍ୟନ୍ତ ୫୯୧ଟି ମାମଲା ରୁଜୁ ହୋଇଛି।  ମଙ୍ଗଳବାର ଭୋର ସମୟରେ ବୌଦ୍ଧ ଜିଲ୍ଲା ପୁଲିସ ବାଘିଆପଡ଼ା ଓ ଖଣ୍ଡବର ରାସ୍ତା କଡ଼ ପାନ୍ଥେଇ ଛକ ନିକଟରେ ବିପୁଳ ପରିମାଣର ଗଞ୍ଜେଇ (୨୭୨୦ କେଜି) ଚୋରା ଚାଲାଣ କରାଯାଉଥିବା ସଂକ୍ରାନ୍ତରେ ସୂଚନା ପାଇଥିଲା। ୩ ଜଣ ବ୍ୟକ୍ତି ଏହି ନିଶା ଦ୍ରବ୍ୟ ମହଜୁଦ ରଖିଥିବା ଅଭିଯୋଗ ସମ୍ପର୍କରେ ସୂଚନା ପାଇ ପୁଲିସ ଚଢ଼ାଉ କରିଥିଲା। ଘଟଣାସ୍ଥଳରୁ ଅଭିଯୁକ୍ତମାନେ ଫେରାର ହୋଇ ଯାଇଥିବା ବେଳେ ସେମାନଙ୍କୁ ଗିରଫ … Continue reading ୨୭୦୦ କେଜି ଗଞ୍ଜେଇ ଜବତ, ଅଭିଯୁକ୍ତ ଫେରାର