3 day Heavy Rainfall Alert for Odisha ।। ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା

କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଅଗଷ୍ଟ ୧୩ ତାରିଖରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ପରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହା ଅଧିକ ଘନୀଭୂତ ହୋଇପାରେ। ଏହାର ପ୍ରଭାବରେ ରାଜ୍ୟରେ ୩ ଦିନ ଧରି ମଧ୍ୟମରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତ ପାଇଁ ୨ ଜିଲ୍ଲା କୋରାପୁଟ ଓ … Continue reading 3 day Heavy Rainfall Alert for Odisha ।। ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା ସମ୍ଭାବନା