ଭୁବନେଶ୍ୱର ନୂଆ ଷ୍ଟେସନରୁ ଗଡ଼ିବ ଗୁରୁତ୍ୱପୂର୍ଣ୍ଣ ଟ୍ରେନ
Bhubaneswar New Station: ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ, ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ଏକ୍ସପ୍ରେସ ଏବଂ ଭୁବନେଶ୍ୱର-ବିଶାଖାପାଟଣା ଇଣ୍ଟରସିଟି ଏକ୍ସପ୍ରେସ ଭୁବନେଶ୍ୱର ନୂଆ ଷ୍ଟେସନରୁ ଯାତ୍ରା ପ୍ରାରମ୍ଭ କରିବ । ଭୁବନେଶ୍ୱର ନୂଆ ଷ୍ଟେସନରୁ ତିନୋଟି ଗୁରୁତ୍ୱପୂର୍ଣ୍ଣ ଟ୍ରେନ୍ ସେମାନଙ୍କର ଯାତ୍ରା ପ୍ରାରମ୍ଭ ଏବଂ ଏଠାରେ ଯାତ୍ରା ସମାପ୍ତ କରିବାକୁ ପୂର୍ବତଟ ରେଳପଥ ପକ୍ଷରୁ ଯୋଜନା କରାଯାଇଛି। ଯାହା ଖୁବ୍ ଶୀଘ୍ର କାର୍ଯ୍ୟକାରୀ କରାଯିବ । ଏହି ଟ୍ରେନ୍ ଗୁଡ଼ିକ ମଧ୍ୟରେ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ଏକ୍ସପ୍ରେସ୍, ଭୁବନେଶ୍ୱର-ସିକନ୍ଦରାବାଦ ବିଶାଖା ଏକ୍ସପ୍ରେସ୍ … Continue reading ଭୁବନେଶ୍ୱର ନୂଆ ଷ୍ଟେସନରୁ ଗଡ଼ିବ ଗୁରୁତ୍ୱପୂର୍ଣ୍ଣ ଟ୍ରେନ
Copy and paste this URL into your WordPress site to embed
Copy and paste this code into your site to embed