ଓମାନରୁ ଫେରିଲେ ୪ ଜଣ ଓଡ଼ିଆ ଶ୍ରମିକ

Odisha: ବୈଦେଶିକ ମନ୍ତ୍ରୀ ଓ ମସ୍କଟରେ ଥିବା ଭାରତୀୟ ଦୂତାବାସକୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ ଓମାନରେ ଫସି ରହିଥିବା ଗଞ୍ଜାମ ଅଞ୍ଚଳର ୪ ଜଣ ଓଡ଼ିଆ ଶ୍ରମିକ ନିରାପଦ ଭାବେ ଓଡ଼ିଶା ଫେରି ଆସିଛନ୍ତି । ସେମାନେ ଗୁରୁବାର ଭୋର ୪ ଟାରେ ଏୟାର ଇଣ୍ଡିଆ ଏକ୍ସପ୍ରେସ ଫ୍ଲାଇଟ ଯୋଗେ ମସ୍କଟରୁ ମୁମ୍ୱାଇ ଆସିଥିଲେ ଏବଂ ଶୁକ୍ରବାର ମୁମ୍ୱାଇରୁ ଭୁବନେଶ୍ୱରରେ ପହଞ୍ଚି ଟ୍ରେନ ଯୋଗେ ବ୍ରହ୍ମପୁରରେ ପହଞ୍ଚିଛନ୍ତି । ଏଥିପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୈଦେଶିକ ବ୍ୟାପାର … Continue reading ଓମାନରୁ ଫେରିଲେ ୪ ଜଣ ଓଡ଼ିଆ ଶ୍ରମିକ