କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର ପ୍ରତିଷ୍ଠା କରାଯିବ

କଟକ ସହରର ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର ପ୍ରତିଷ୍ଠା କରାଯାଇ ଦୁର୍ଘଟଣାଗ୍ରସ୍ତଙ୍କୁ ତୁରନ୍ତ ଉନ୍ନତ ଚିକିତ୍ସା ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦ୍ର ସରକାରଙ୍କ ପ୍ରତିଷ୍ଠା ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। କେନ୍ଦ୍ର ସରକାରଙ୍କ ‘ପ୍ରଧାନମନ୍ତ୍ରୀ ସ୍ୱାସ୍ଥ୍ୟ ସୁରକ୍ଷା ଯୋଜନା’ ଅଧୀନରେ ଏହି ଟ୍ରମା ସେଣ୍ଟର କାର୍ଯ୍ୟକାରୀ ହେବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି। ଏହି ଯୋଜନାରେ କେନ୍ଦ୍ର ୬୦ ପ୍ରତିଶତ … Continue reading କଟକ ଏସସିବି ମେଡିକାଲ କଲେଜ ଓ ହସ୍ପିଟାଲରେରେ ୫୦୦ ଶଯ୍ୟା ବିଶିଷ୍ଟ ଟ୍ରମା ସେଣ୍ଟର ପ୍ରତିଷ୍ଠା କରାଯିବ