ରାଜ୍ୟରେ ୫ବର୍ଷରେ ନିର୍ମାଣ ହେବ ୭୫ ହଜାର କିମି ରାସ୍ତା
ରାସ୍ତାଘାଟର ଉନ୍ନତି ପାଇଁ ଆସିବ ସ୍ୱତନ୍ତ୍ର ନୀତି ରାସ୍ତାକଡ଼ରେ ନିର୍ମାଣ ହେବ ୟୁଟିଲିଟି କରିଡ଼ର ଗ୍ରାମାଞ୍ଚଳରେ ଜମି ଅଧିଗ୍ରହଣ ପାଇଁ ରହିବ ଅର୍ଥ ବ୍ୟବସ୍ଥା ନିୟମିତ ରାସ୍ତାର ସ୍ଥିତି ଯାଞ୍ଚ ମରାମତି ପାଇଁ ହେବ ବ୍ୟବସ୍ଥା ରାସ୍ତା ଦୁର୍ଘଟଣା ଏଡ଼ାଇବା ପାଇଁ ନୀତିରେ ରହିବ ସ୍ୱତନ୍ତ୍ର ପ୍ରାବଧାନ ରାଜ୍ୟରେ ରାସ୍ତାଘାଟର ନିର୍ମାଣ, ମରାମତି ଏବଂ ଉନ୍ନତିକରଣ ପାଇଁ ଏକ ସ୍ୱତନ୍ତ୍ର ନୀତି ପ୍ରଣୟନ ପାଇଁ ଆଇନ୍, ପୂର୍ତ୍ତ ଏବଂ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ଏକ … Continue reading ରାଜ୍ୟରେ ୫ବର୍ଷରେ ନିର୍ମାଣ ହେବ ୭୫ ହଜାର କିମି ରାସ୍ତା
Copy and paste this URL into your WordPress site to embed
Copy and paste this code into your site to embed