ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରିରେ ହେବ ବିରାଟ ସମାରୋହ, ଯୋଗଦେବେ ୧୫ ଶହ ବୌଦ୍ଧ ଧର୍ମାବଲମ୍ବୀ

ଓଡ଼ିଶାରେ ପ୍ରଥମ ଥର ପାଇଁ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବ ସମାରୋହ । ପ୍ରସିଦ୍ଧ ବୌଦ୍ଧପୀଠ ଉଦୟଗିରି ଠାରେ ଭଗବାନ ବୁଦ୍ଧଙ୍କ ଅବତାର ତଥା ଆନ୍ତର୍ଜାତୀୟ ଗୁରୁ ପଦ୍ମସମ୍ଭବଙ୍କ ଦେହବସାନ ଘଟିଛି । ଏହାର ପ୍ରାମାଣିକ ତଥ୍ୟ ମିଳିବା ପରେ ଓଡ଼ିଶାରେ ପ୍ରଥମ ଥର ପାଇଁ ଗୁରୁ ପଦ୍ମସମ୍ଭବଙ୍କ ସମ୍ପର୍କରେ ଅଧିକ ଜାଣିବା ଏବଂ ଆଲୋଚନା ପାଇଁ ‘ଫାଷ୍ଟ ଗୁରୁ ପଦ୍ମସମ୍ଭବ କନକ୍ଳେଭ’ ଆରମ୍ଭ ହେବ। ଆସନ୍ତା ଜାନୁଆରି ୧୨ତାରିଖ ଠାରୁ ୧୬ତାରିଖ ପର୍ଯ୍ୟନ୍ତ … Continue reading ପ୍ରସିଦ୍ଧ ବୌଦ୍ଧ ପୀଠ ଉଦୟଗିରିରେ ହେବ ବିରାଟ ସମାରୋହ, ଯୋଗଦେବେ ୧୫ ଶହ ବୌଦ୍ଧ ଧର୍ମାବଲମ୍ବୀ