A huge crowd of devotees from the beginning of Panchuka ।। ପଞ୍ଚୁକ ଆରମ୍ଭରୁ ଭକ୍ତଙ୍କ ପ୍ରବଳ ଭିଡ଼

କାର୍ତ୍ତିକ ମାସ ପାଇଁ ଆଜି ରାଜ୍ୟର ବିଭିନ୍ନ ଶୈବପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ବିଶେଷ କରି କଟକର ଧବଳେଶ୍ବର ଶୈବପୀଠ ଓ ଭଦ୍ରକଜିଲ୍ଲା ଆରଡ଼ିର ଆଖଣ୍ଡଳମଣି ମନ୍ଦିରରେ ଶ୍ରଦ୍ଧାଳୁଙ୍କ ଭିଡ଼ ହୋଇଛି। ଏହାଛଡ଼ା ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ଭିଡ଼ ବି ଦେଖିବାକୁ ମିଳିଛି। ଭିଡ଼ ଯୋଗୁଁ ପଞ୍ଚୁକ ଆରମ୍ଭରୁ କାର୍ତ୍ତିକ ପୂର୍ଣ୍ଣିମା ଯାଏଁ ଭିତର କାଠ ଦର୍ଶନକୁ ବନ୍ଦ କରାଯାଇଛି । ବାହାରକାଠ ନିକଟରୁ ଜଗା ଦର୍ଶନ କରି ଫେରୁଛନ୍ତି ଶ୍ରଦ୍ଧାଳୁ । ଶୃଙ୍ଖଳିତ … Continue reading A huge crowd of devotees from the beginning of Panchuka ।। ପଞ୍ଚୁକ ଆରମ୍ଭରୁ ଭକ୍ତଙ୍କ ପ୍ରବଳ ଭିଡ଼