A massive cloudburst struck Dharali village in Uttarkashi ।। ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ତାଣ୍ଡବ; ୫ରୁ ଅଧିକ ମୃତ

ଉତ୍ତରାଖଣ୍ଡର ଉତ୍ତରକାଶୀରେ ପୁଣି ଜଳ ପ୍ରଳୟ । ଗଙ୍ଗୋତ୍ରୀ ଧାମ ଓ ମୁଖୱା ନିକଟରେ ବାଦଲ ଫଟା ବର୍ଷା ହେବା ଦ୍ବାରା ଆସିଛି ଜଳ ପ୍ରଳୟ । ବାଦଲ ଫାଟିବା କାରଣରୁ ମଙ୍ଗଳବାର ପାହାଡ଼ ଉପରୁ ଦ୍ରୁତ ଗତିରେ ମାଟି ମିଶା ପାଣି ମାଡ଼ି ଆସିଛି । ଫଳରେ ଅନେକ ଗାଁ, ଲଜ୍, ହୋଟେଲ୍, ଘର, ବଜାର ଭାସିଯାଇଛି । ଘଟଣାସ୍ଥଳରେ ଏନଡିଆରଏଫ୍ ଓ ଏସଡିଆରଏଫ୍ ଟିମ୍ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି । ଏହାସହ … Continue reading A massive cloudburst struck Dharali village in Uttarkashi ।। ଉତ୍ତରାଖଣ୍ଡରେ ବାଦଲଫଟା ବର୍ଷା ସାଙ୍ଗକୁ ଭୂସ୍ଖଳନ ତାଣ୍ଡବ; ୫ରୁ ଅଧିକ ମୃତ