ଏପ୍ରିଲ ୨ ରେ ପ୍ରଥମ ଶ୍ରେଣୀ ଓ ଶିଶୁ ବାଟିକା ନିମନ୍ତେ ହେବ ନାମଲେଖା

NEP: ଜାତୀୟ ଶିକ୍ଷା ନୀତି ଅନୁଯାୟୀ ପ୍ରଥମ ଶ୍ରେଣୀରେ ନାମଲେଖା ବୟସ କରାଯାଇଛି ୬ ବର୍ଷ କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ(ଏମଓଇ) ଦ୍ୱାରା ଜାରି କରାଯାଇଥିବା ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦  ସମସ୍ତଙ୍କୁ ଉଚ୍ଚମାନର ଶିକ୍ଷା ପ୍ରଦାନ ସହ ଏକବିଂଶ ଶତାବ୍ଦୀର ଶିକ୍ଷା ବ୍ୟବସ୍ଥାରେ ଐତିହାସିକ ପରିବର୍ତ୍ତନ ଆଣିବା ନେଇ ସଂକଳ୍ପବଦ୍ଧ । ରାଜ୍ୟ ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି ୨୦୨୦ କୁ ପର୍ଯ୍ୟାୟକ୍ରମେ କାର୍ଯ୍ୟକାରୀ କରିବେ । କାର୍ଯ୍ୟକାରିତାର ପ୍ରଥମ ପର୍ଯ୍ୟାୟରେ  ରାଜ୍ୟରେ … Continue reading ଏପ୍ରିଲ ୨ ରେ ପ୍ରଥମ ଶ୍ରେଣୀ ଓ ଶିଶୁ ବାଟିକା ନିମନ୍ତେ ହେବ ନାମଲେଖା