ଓଡ଼ିଶାରେ ବନ୍ୟା ବିତ୍ପାତ ଯୋଗୁଁ ଉତ୍କଳ ବିଶ୍ୱବିଦ୍ୟାଳୟର ଅଟକିଲା ସମସ୍ତ ପରୀକ୍ଷା, ନୂଆ ତାରିଖ ଘୋଷଣାକୁ ଅପେକ୍ଷା || All Utkal University exams suspended due to flood disaster in Odisha, new dates awaited

ଉତ୍ତର ଓ ଉପକୂଳ ଓଡ଼ିଶାରେ ଲଗାଣ ବର୍ଷା ଏବଂ ପ୍ରମୁଖ ନଦୀଗୁଡ଼ିକର ଜଳସ୍ତର ବୃଦ୍ଧି ହେତୁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଉତ୍କଳ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ଏକ ବଡ଼ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ବନ୍ୟା ପ୍ରଭାବିତ ଜିଲ୍ଲାଗୁଡ଼ିକରେ ଛାତ୍ରଛାତ୍ରୀଙ୍କ ଯାତାୟାତ ସମସ୍ୟା ଏବଂ ସୁରକ୍ଷାକୁ ପ୍ରାଥମିକତା ଦେଇ ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ହେବାକୁ ଥିବା ସମସ୍ତ ନିର୍ଦ୍ଧାରିତ ପରୀକ୍ଷାଗୁଡ଼ିକୁ ଅସ୍ଥାୟୀ ଭାବେ ସ୍ଥଗିତ ରଖାଯାଇଛି। ଏହି ସମ୍ପର୍କରେ ଉତ୍କଳ ବିଶ୍ୱବିଦ୍ୟାଳୟର ପରୀକ୍ଷା ନିୟନ୍ତ୍ରକଙ୍କ କାର୍ଯ୍ୟାଳୟ … Continue reading ଓଡ଼ିଶାରେ ବନ୍ୟା ବିତ୍ପାତ ଯୋଗୁଁ ଉତ୍କଳ ବିଶ୍ୱବିଦ୍ୟାଳୟର ଅଟକିଲା ସମସ୍ତ ପରୀକ୍ଷା, ନୂଆ ତାରିଖ ଘୋଷଣାକୁ ଅପେକ୍ଷା || All Utkal University exams suspended due to flood disaster in Odisha, new dates awaited