ରାଜ୍ୟରେ ବର୍ଷାର ବିରାମ ନାହିଁ। ମୌସୁମୀ ବାୟୁ ସକ୍ରିୟ ରହିଥିବା ବେଳେ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ନୂତନ ଲଘୁଚାପ କ୍ଷେତ୍ର। ଏହାର ପ୍ରଭାବରେ ଆଗାମୀ କିଛି ଦିନ ପର୍ଯ୍ୟନ୍ତ ସାରା ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଜାରି ରହିବ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ପୂର୍ବରୁ ହୋଇଥିବା ବର୍ଷା ଯୋଗୁଁ ରାଜ୍ୟର ଅନେକ ନଦୀ ଓ ଜଳାଶୟଗୁଡ଼ିକରେ ଜଳସ୍ତର ବୃଦ୍ଧି ପାଇଥିବା ବେଳେ, ପୁଣି … Continue reading ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସମ୍ଭାବନା: ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିବା ନେଇ ସତର୍କସୂଚନା || Another low pressure area likely in Bay of Bengal: Warning issued for continued heavy rain in Odisha
Copy and paste this URL into your WordPress site to embed
Copy and paste this code into your site to embed