ଭାରତ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ସଫଳ ପରୀକ୍ଷଣ କରିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଶୁକ୍ରବାର ଘୋଷଣା କରିଛି ଯେ ‘ଅଗ୍ନି-୧’ ସ୍ୱଳ୍ପ ଦୂରଗାମୀ ବାଲିଷ୍ଟିକ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ଓଡ଼ିଶାର ଚାନ୍ଦିପୁରରେ ଅବସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜରୁ କରାଯାଇଥିଲା । ଏହି ପରୀକ୍ଷଣ ସମୟରେ ସମସ୍ତ କାର୍ଯ୍ୟକ୍ଷମ ଏବଂ ବୈଷୟିକ ପାରାମିଟରଗୁଡ଼ିକୁ ବୈଧ କରାଯାଇଥିଲା । ପରୀକ୍ଷଣ ଷ୍ଟ୍ରାଟେଜିକ୍ ଫୋର୍ସ କମାଣ୍ଡଙ୍କ ତତ୍ତ୍ୱାବଧାନରେ କରାଯାଇଥିଲା । ମେ ମାସ ଆରମ୍ଭରେ ଉନ୍ନତ ଅଗ୍ନି କ୍ଷେପଣାସ୍ତ୍ରର … Continue reading ଭାରତ ପ୍ରତିରକ୍ଷା ସ୍ତରରେ ଆଉ ଏକ ମାଇଲଖୁଣ୍ଟ : ସରିଲା କ୍ଷେପଣାସ୍ତ୍ର ‘ଅଗ୍ନି-୧’ର ସଫଳ ପରୀକ୍ଷଣ || Another milestone in India’s defense: Successful test-fire of cruise missile ‘Agni-1’
Copy and paste this URL into your WordPress site to embed
Copy and paste this code into your site to embed