ଏନଇପି ୨୦୨୦ ଢାଞ୍ଚାରେ ଏପ୍ରିଲ ୧୬ରୁ ଆରମ୍ଭ ହେବ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ

NEP: ଓଡ଼ିଶା ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ୨୦୨୫-୨୬ ଶିକ୍ଷାବର୍ଷ ପାଇଁ +୩ (ସ୍ନାତକୋତ୍ତର) ପାଠ୍ୟକ୍ରମରେ ନାମଲେଖା ଆବେଦନ ଆରମ୍ଭ କରିବାକୁ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ବିଜ୍ଞପ୍ତି ଅନୁଯାୟୀ, ଜାତୀୟ ଶିକ୍ଷା ନୀତି (ଏନଇପି) ୨୦୨୦ର ଗାଇଡଲାଇନ ଅନୁଯାୟୀ ନାମଲେଖା ପ୍ରକ୍ରିୟା ଅନୁଷ୍ଠିତ ହେବ। ଏପ୍ରିଲ ୧୬, ୨୦୨୫ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ ଏବଂ ରାଜ୍ୟର ବିଭିନ୍ନ +୩ ଡିଗ୍ରୀ କଲେଜରେ ନାମ ଲେଖାଇବାକୁ ଚାହୁଁଥିବା ଛାତ୍ରଛାତ୍ରୀମାନେ ଷ୍ଟୁଡେଣ୍ଟ ଏକାଡେମିକ୍ ମ୍ୟାନେଜମେଣ୍ଟ ସିଷ୍ଟମ (ସାମ୍ସ) ପୋର୍ଟାଲ … Continue reading ଏନଇପି ୨୦୨୦ ଢାଞ୍ଚାରେ ଏପ୍ରିଲ ୧୬ରୁ ଆରମ୍ଭ ହେବ ଯୁକ୍ତ ୩ ନାମଲେଖା ପାଇଁ ଆବେଦନ