ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ

Ratna Bhandar: ପ୍ରଥମ ଦିନରେ ୧୫ରୁ ୨୦ଜଣ ଶ୍ରମିକଙ୍କ ସହ ଭଣ୍ଡାର ଗୃହକୁ ପ୍ରବେଶ କରିଥିଲେ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ଟେକ୍ନିକାଲ ଟିମ୍। ବହୁ ପ୍ରତିକ୍ଷିତ ଶ୍ରୀମନ୍ଦିର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ। ଏଏସ୍ଆ‍ଇ ଟିମ୍ ଆଜି ଶ୍ରମିକଙ୍କୁ ଧରି ଭାରା ବନ୍ଧା କାମରୁ ସଂରକ୍ଷଣ କାମ ଆରମ୍ଭ କରିଛି। ପୂର୍ବରୁ ସ୍ଥିରୀକୃତ ମାର୍ଗଦର୍ଶିକା ଅନୁସାରେ ପ୍ରଥମ ଦିନରେ ୧୫ରୁ ୨୦ଜଣ ଶ୍ରମିକଙ୍କ ସହ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥାର ଟେକ୍ନିକାଲ ଟିମ୍ ରତ୍ନ ଭଣ୍ଡାର ଗୃହକୁ … Continue reading ରତ୍ନଭଣ୍ଡାର ମରାମତି କାର୍ଯ୍ୟ ଆରମ୍ଭ