ଆସାମରେ ପ୍ରଥମ HMPV କେସ, ୧୦ ମାସର ଶିଶୁ ସଂକ୍ରମିତ, ରାଜ୍ୟରେ ବଢ଼ିଲା ଭୂତାଣୁ ଭୟ

ଭାରତରେ ଧୀରେ ଧୀରେ କାୟା ମେଲାଉଛି HMPV ଭୂତାଣୁ । ଆସାମରେ ପ୍ରଥମ ହ୍ୟୁମାନ ମେଟାନ୍ୟୁମୋଭାରଇସ୍ ସାମ୍ନାକୁ ଆସିଛି । ଜଣେ ୧୦ ମାସର ଶିଶୁ ଏହି ମାରାତ୍ମକ ଭୂତାଣୁରେ ଆକ୍ରାନ୍ତ ହୋଇଛନ୍ତି । ଶିଶୁକୁ ବର୍ତ୍ତମାନ ଡେବ୍ରୁଗଡ଼ର ଆସାମ ମେଡିକାଲ କଲେଜ ଓ ହସ୍ପିଟାଲରେ ଭର୍ତ୍ତି କରି ଚିକିତ୍ସା କରାଯାଉଛି । ଶିଶୁର ବସ୍ଥା ସ୍ଥିର ଥିବା ଡାକ୍ତର କହିଛନ୍ତି । ସେପଟେ ଆସାମରେ ପ୍ରଥମ ରିପୋର୍ଟ ପଜିଟିଭ ଆସିବା ପରେ ରାଜ୍ୟରେ ଆତଙ୍କ ଖେଳିଯାଇଛି … Continue reading ଆସାମରେ ପ୍ରଥମ HMPV କେସ, ୧୦ ମାସର ଶିଶୁ ସଂକ୍ରମିତ, ରାଜ୍ୟରେ ବଢ଼ିଲା ଭୂତାଣୁ ଭୟ