Author: Purva Paksha

Utkarsha Odisha: ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହେବ ଉତ୍କର୍ଷ ଓଡ଼ିଶା-ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ। ଏହି ମେଗା ଇଭେଣ୍ଟର ଉଦ୍‍ଘାଟନୀ ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗ ଦେବେ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣିଥରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ନିକଟରେ ଭୁବନେଶ୍ୱରରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦୀ ଯୋଗ ଦେଇଥିଲେ। ପ୍ରବାସୀ ଭାରତୀୟ ସମ୍ମିଳନୀର ଦ୍ୱିତୀୟ ଦିନରେ ଏହାକୁ ଆନୁଷ୍ଠାନିକଭାବେ ଉଦ୍‍ଘାଟନ କରିଥିଲେ। ତେବେ ପୁନର୍ବାର ମୋଦୀ ଭୁବନେଶ୍ୱର ଆସୁଛନ୍ତି। ଚଳିତ ମାସର ୨୮ ଭୁବନେଶ୍ୱରରେ ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ହେବ ଉତ୍କର୍ଷ ଓଡ଼ିଶା- ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ। ଏହି ମେଗା ଇଭେଣ୍ଟର ଉଦ୍‍ଘାଟନୀ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ। ଜାନୁଆରୀ ୨୮ ଓ ୨୯ ତାରିଖ ଭୁବନେଶ୍ୱରର ଜନତା ମଇଦାନରେ ଦୁଇଦିନ ଧରି ଆୟୋଜିତ ହେବ ଏହି କାର୍ଯ୍ୟକ୍ରମ। ପ୍ରଥମ ଦିନରେ ପ୍ରଧାନମନ୍ତ୍ରୀ ଏହାର ଉଦ୍‍ଘାଟନ କରିବେ। ୨୮ ତାରିଖ…

Read More