Author: Purva Paksha

Budget session: ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ ୭ରୁ ଏପ୍ରିଲ ୫ ତାରିଖ ପର୍ଯ୍ୟନ୍ତ ଚାଲିବ। ଆସନ୍ତା ୧୩ ତାରିଖରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେଶନ। ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ ଉପସ୍ଥାପନ ହେବ। ଆଉ ଏହି ଅଧିବେଶନ ଦୁଇଟି ପର୍ଯ୍ୟାୟରେ ୨୮ଦିନ ଚାଲିବ। ବିଧାନସଭା ସଚିବାଳୟ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆସନ୍ତା ଫେବୃୟାରୀ ୧୩ତାରିଖରୁ ଆରମ୍ଭ ହେବ। ଅଧିବେଶନର ପ୍ରଥମ ପର୍ଯ୍ୟାୟ ଫେବୃୟାରୀ ୧୩ରୁ ୨୧ତାରିଖ ପର୍ଯ୍ୟନ୍ତ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମାର୍ଚ୍ଚ୭ରୁ ଏପ୍ରିଲ ୫ତାରିଖ ପର୍ଯ୍ୟନ୍ତ ଚାଲିବ। ପ୍ରଥମ ଦିନରେ ରାଜ୍ୟପାଳ ଡଃ ହରିବାବୁ କମ୍ଭମପତିଙ୍କ ଅଭିଭାଷଣର କାର୍ଯ୍ୟକ୍ରମ ରହିଛି। ଫେବୃୟାରୀ ୧୪ ଓ ୧୫ତାରିଖ ଦୁଇଦିନ ଧରି ରାଜ୍ୟପାଳଙ୍କ ଅଭିଭାଷଣ…

Read More