Author: Purva Paksha

Pharmaceutical hub in state:ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ସେଲ୍ ରାଜ୍ୟ ଓ ସମ୍ଭାବ୍ୟ ନିବେଶକଙ୍କ ମଧ୍ୟରେ ସେତୁଭାବେ କାର୍ଯ୍ୟ କରିବ, ସହଯୋଗକୁ ସୁଗମ କରିବ ଏବଂ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ।ଧାତୁ, ଖଣିଜ ଓ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ର ପରେ ଓଡ଼ିଶା ଏବେ ଏକ ଔଷଧ ଉତ୍ପାଦନ କେନ୍ଦ୍ର ପ୍ରତିଷ୍ଠା କରିବାକୁ ପ୍ରସ୍ତୁତ ହେଉଛି, ଯାହା ରାଜ୍ୟରେ ନିଯୁକ୍ତି ସୃଷ୍ଟି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ଏକ ଗେମ୍ ଚେଞ୍ଜର ହୋଇପାରିବ। ମେଗା ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ଉତ୍କର୍ଷ ଓଡ଼ିଶା: ମେକ୍ ଇନ୍ ଓଡ଼ିଶା କନ୍ କ୍ଲେଭ୍ ୨୦୨୫ ପୂର୍ବରୁ ରାଜ୍ୟ ସରକାର ଫାର୍ମା କ୍ଷେତ୍ର ପାଇଁ ଏକ ସୁଦୃଢ଼ ପରିବେଶ ସୃଷ୍ଟି କରିବା ଏବଂ ବିଶ୍ୱସ୍ତରୀୟ ପୁଞ୍ଜିନିବେଶକୁ ଆକୃଷ୍ଟ କରିବା ପାଇଁ ଓଡ଼ିଶା ଔଷଧ ବିକାଶ ସେଲ୍ (ଓପିଡିସି) ଗଠନ କରିଛନ୍ତି। ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଗଠିତ ଏହି ସେଲ୍ ରାଜ୍ୟ ଓ ସମ୍ଭାବ୍ୟ ନିବେଶକଙ୍କ…

Read More