Author: Purva Paksha

Due to homework; mother suffers heart attack: ପିଲାଙ୍କୁ ହୋମୱାର୍କ ତଥା ଖାସ୍‍ କରି ଗଣିତ ପାଠରେ ସାହାଯ୍ୟ କରିବାକୁ ଯାଇ ପିତାମାତାମାନେ ହୃଦ୍‌ଘାତର ଶିକାର ହେଉଥିବା ଜଣାପଡ଼ିଛି। ଯାହା ସଭିଙ୍କୁ ଆଶ୍ଟର୍ଯ୍ୟଚକିତ କରିଛି। ସାଧାରଣତଃ ପିଲାଙ୍କୁ ହୋମୱାର୍କରେ ବାପା ମା’ ସାହାଯ୍ୟ କରନ୍ତି। କିନ୍ତୁ, ଚୀନରେ ପିଲାଙ୍କର ଏହି ହୋମୱାର୍କ ଏବେ ପିତାମାତାଙ୍କ ପାଇଁ କାଳ ସାଜିଛି। ପିଲାଙ୍କୁ ହୋମୱାର୍କ ତଥା ଖାସ୍‍ କରି ଗଣିତ ପାଠରେ ସାହାଯ୍ୟ କରିବାକୁ ଯାଇ ପିତାମାତାମାନେ ହୃଦ୍‌ଘାତର ଶିକାର ହେଉଥିବା ଜଣାପଡ଼ିଛି। ଯାହା ସଭିଙ୍କୁ ଆଶ୍ଟର୍ଯ୍ୟଚକିତ କରିଛି। ତେବେ ନିକଟରେ ହଙ୍ଗୌଜୋରେ ବାସ କରୁଥିବା ଡଙ୍ଗ୍ ନାମ୍ନୀ ଜଣେ ୪୦ ବର୍ଷିୟ ମହିଳା ସନ୍ଧ୍ୟା ସମୟରେ ନିଜ ପୁଅକୁ ଗଣିତ ହୋମୱାର୍କ କରିବାରେ ସାହାଯ୍ୟ କରୁଥିଲେ। ପିଲାଟିକୁ ଗଣିତ ବୁଝାଇଥିଲେ, ସେ ବୁଝିବାରେ ବିଫଳ ହେବାରୁ ମହିଳା ଜଣଙ୍କ ସେହି ସମୟରେ ନିଜ ଧୈର୍ଯ୍ୟ ହରାଇ ବସିଲେ। ସେ ଅଧିକ ରାଗିଯିବାରୁ…

Read More