Author: Purva Paksha

Prtadeep Panigrahi: ଟାଟାରେ ଚାକିରି ନାଁରେ ଠକେଇ ଅଭିଯୋଗ ମାମଲାରେ ଗିରଫ ହୋଇଥିବା ପ୍ରଦୀପ ପାଣିଗ୍ରାହୀ ନିର୍ଦ୍ଦୋଷ ହୋଇଛନ୍ତି। ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ପ୍ରଦୀପଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ। ସାଂସଦ ପ୍ରଦୀପ ପାଣିଗ୍ରାହୀ ସମସ୍ତ ମାମଲାରେ ଦୋଷମୁକ୍ତ ହୋଇଛନ୍ତି। ଗତକାଲି ୨ଟି ଓ ଆଜି ୩ଟି ମାମଲାରୁ ବ୍ରହ୍ମପୁର ଗ୍ରାମାଞ୍ଚଳ ଜେଏମଏଫ୍‍ସି କୋର୍ଟ ସାଂସଦ ଶ୍ରୀ ପାଣିଗ୍ରାହୀଙ୍କୁ ଦୋଷମୁକ୍ତ କରିଛନ୍ତି। ଟାଟା ମୋଟର୍ସରେ ଚାକିରି କରାଇଦେବା ନାଁରେ ପ୍ରଦୀପ ଟଙ୍କା ନେଇଥିବା ଅଭିଯୋଗ କରି ୫ ଜଣ ଥାନାରେ ମାମଲା ଦାଏର କରିଥିଲେ। ୪ଟି ମାମଲାରେ ପ୍ରଦୀପ ପାଣିଗ୍ରାହୀ ଏକୁଟିଆ ମୁଦାଲା ଥିବାବେଳେ ଅନ୍ୟମାମଲାରେ ଆକାଶ ପାଠକ ଓ ଅଭୟ ପାଠକ ବି ମୁଦାଲା ଥିଲେ। ଏନେଇ ଗୋଳନ୍ଥରା ଥାନାରେ ୪ଟି ଓ ବୈଦ୍ୟନାଥପୁର ଥାନାରେ ଗୋଟିଏ ମାମଲା ରୁଜ୍ଜୁ ହୋଇଥିଲା। ମାତ୍ର ଗତ ୧୦ ତାରିଖରେ ୨ ଜଣ ଓ ପରେ ୧୮ ତାରିଖରେ ଆଉ…

Read More