What's Hot
Author: Purva Paksha
Pranab Mukherjee To Get Memorial In Rajghat: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ରାଜଘାଟସ୍ଥିତ ‘ରାଷ୍ଟ୍ରୀୟ ସ୍ମୃତି’ରେ ତାଙ୍କ ସ୍ମାରକୀ ପାଇଁ ସ୍ଥାନ ଆବଣ୍ଟନ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ନିଷ୍ପତ୍ତି ନେଇଛନ୍ତି। ପ୍ରଣବ ମୁଖାର୍ଜୀଙ୍କ ଝିଅ ଏହି ନିଷ୍ପତ୍ତି ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ଶର୍ମିଷ୍ଠା ତାଙ୍କ ବାପାଙ୍କ ସ୍ମୃତିପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ପରେ ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ସ୍ମାରକୀ ନିର୍ମାଣ ପାଇଁ ସରକାର ମଞ୍ଜୁରି ଦେଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ପ୍ରଣବ ମୁଖାର୍ଜୀଙ୍କ ଝିଅ ଶର୍ମିଷ୍ଠା ମୁଖାର୍ଜୀ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ବିନା ପଚାରି ଏହି ସମ୍ମାନ ମିଳିଛି, ଯାହା ତାଙ୍କୁ ଅତ୍ୟନ୍ତ ଭାବପ୍ରବଣ କରିଛି ବୋଲି ସେ କହିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କୁ କୃତଜ୍ଞତା ଜଣାଇଛନ୍ତି ଶର୍ମିଷ୍ଠା ଟ୍ୱିଟ୍ କରି ଲେଖିଛନ୍ତି, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟି ବାବାଙ୍କ…
