Author: Purva Paksha

PBD: ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ। ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍ ସବୁକିଛି ବ୍ୟବସ୍ଥା ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ଆସନ୍ତା ୮ରୁ ୧୦ ଯାଏ ଭୁବନେଶ୍ୱର ଜନତା ମୈଦାନରେ ଅନୁଷ୍ଠିତ ହେବ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ। ଏହି ସମ୍ମିଳନୀ ୩ଦିନ ଚାଲିବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି। ପର୍ଯ୍ୟଟନ ବିଭାଗ ବି ଏଥିଲାଗି ସମ୍ପୂର୍ଣ୍ଣ ପ୍ରସ୍ତୁତ। ରାଜ୍ୟ ସରକାରଙ୍କ ସବୁ ବିଭାଗ ସହଯୋଗରେ ଚାଲିଛି ପ୍ରସ୍ତୁତି। ଏ ନେଇ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ସମ୍ମିଳନୀ ସମୟରେ ଭୁବନେଶ୍ୱରରେ ପଥ ଉତ୍ସବ ଚାଲିବ। ପୁରୀରେ ସିବିଚ୍ ଫେଷ୍ଟିଭାଲ ଚାଲିବ। ରାଜ୍ୟର କଳା ସଂସ୍କୃତି ସମେତ ୩୧ଟି ପର୍ଯ୍ୟଟନ ସ୍ଥଳୀକୁ ପ୍ରଦର୍ଶିତ କରାଯିବ। ବୁଦ୍ଧିଷ୍ଟ କରିଡ଼ର ହେଉ ବା ସ୍ପିରିଚୁଆଲ ଟୁରିଜିମ୍ ସବୁକିଛି ବ୍ୟବସ୍ଥା ହୋଇଛି ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି। ପ୍ରବାସୀ ଭାରତୀୟଙ୍କୁ…

Read More