Author: Purva Paksha

Delhi Assembly: ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଶନିବାର ୨୯ ଜଣପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ନୂଆଦିଲ୍ଲୀ ଆସନରୁ ଅରବିନ୍ଦ କେଜ୍ରିୱାଲଙ୍କ ବିପକ୍ଷରେ ପରବେଶ ବର୍ମାଙ୍କୁ ପ୍ରାର୍ଥୀ କରାଯାଇଛି। ଆପ୍‍ର ପ୍ରମୁଖ ନେତାଙ୍କ ବିରୋଧରେ ବିଜେପି ନିଜର ପ୍ରମୁଖ ଚେହେରାଙ୍କୁ ପ୍ରାର୍ଥୀ କରିଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୦ ର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କଲା ବିଜେପି। କେଜ୍ରିୱାଲଙ୍କ ବିପକ୍ଷରେ ପରବେଶ ବର୍ମାଙ୍କୁ ପ୍ରାର୍ଥୀ କଲା ବିଜେପି। ପୂର୍ବତନ ସାଂସଦ ରମେଶ ବିଧୁରୀ ମୁଖ୍ୟମନ୍ତ୍ରୀ ଆତିଶୀଙ୍କ ବିପକ୍ଷରେ ଲଢ଼ିବେ। ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି (ବିଜେପି) ଶନିବାର ନିଜର ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି। ୨୯ ଜଣିଆ ପ୍ରଥମ ପ୍ରାର୍ଥୀ ତାଲିକା ଜାରି କରିଛି ବିଜେପି। ନୂଆଦିଲ୍ଲୀ ଆସନରୁ ଅରବିନ୍ଦ କେଜ୍ରିୱାଲଙ୍କ ବିପକ୍ଷରେ ବିଜେପି ପୂର୍ବତନ ସାଂସଦ ପରବେଶ ବର୍ମାଙ୍କୁ ପ୍ରାର୍ଥୀ କରିଛି। ଆପ୍‍ରୁ ବିଜେପିରେ…

Read More