Author: Purva Paksha

Ayusman Bharat: ପରିବାରର ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ମିଳିବ। ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ ଭାରତ ମିଶ୍ରଣରେ ଏହି ସୁବିଧା ମିଳିବ। ୩୦ ହଜାର ହସ୍ପିଟାଲରେ ଏହି ସୁବିଧା ଉପଲବ୍ଧ ହେବ ବୋଲି ସ୍ୱାସ୍ଥ୍ୟ ମନ୍ତ୍ରୀ କହିଛନ୍ତି। ଆୟୁଷ୍ମାନ ଭାରତ ଯୋଜନାରେ ମହିଳାଙ୍କୁ ମିଳିବ ୧୦ ଲକ୍ଷର ବୀମା ସୁବିଧା। ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଇ-କେୱାଇସି ଡାଟାବେସକୁ ଆଧାର କରି କାର୍ଡ ଦିଆଯିବ। ୧ କୋଟି ପରିବାରର ତଥ୍ୟ ସରକାରଙ୍କ ପାଖରେ ରହିଛି। ଫେବ୍ରୁଆରୀରୁ ଆୟୁଷ୍ମାନ ଲାଗୁ ହେଉଥିବାରୁ ଏହା ସରକାରଙ୍କ ପାଇଁ ବେଶୀ ଗୁରୁତ୍ୱପୂର୍ଣ୍ଣ। ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ କହିବା ଅନୁସାରେ କେନ୍ଦ୍ରୀୟ ଟିମ ରାଜ୍ୟ ସରକାରଙ୍କ ସହ ଆଲୋଚନା କରି ଫେରିଛନ୍ତି। ପରିବାରର ପୁରୁଷଙ୍କୁ ୫ ଲକ୍ଷ ଓ ମହିଳାଙ୍କୁ ୧୦ ଲକ୍ଷ ଟଙ୍କାର ବୀମା ମିଳିବ। ଗୋପବନ୍ଧୁ ଜନ ଆରୋଗ୍ୟ ଓ ଆୟୁଷ୍ମାନ…

Read More