Author: Purva Paksha

Modi Cabinet: ୨୦୨୫ର ପ୍ରଥମ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ଫସଲ ବୀମା ସହାୟତା ରାଶି ବଢ଼ାଇଲେ ମୋଦୀ ସରକାର। ଡିଏପି ସାର ଉପରେ ମିଶିବ ଅତିରିକ୍ତ ସବସିଡି। ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନାରେ ଯୋଡ଼ିହେବେ ଆଉ ୪ କୋଟି କୃଷକ। ନୂଆବର୍ଷରେ ଚାଷୀଙ୍କୁ ମୋଦି ସରକାରଙ୍କ ବଡ଼ ଉପହାର। ବଢିଲା ‘ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା’ ସହାୟତା ରାଶି। ୨୦୨୫ର ପ୍ରଥମ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ଚାଷୀଙ୍କ ବୀମା ରାଶି ୬୯ ହଜାର ୫୧୫ କୋଟି ଟଙ୍କାକୁ ବୃଦ୍ଧି କରିବାକୁ ନିଷ୍ପତ୍ତି ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ୨୦୨୫ର ପ୍ରଥମ କ୍ୟାବିନେଟ ବୈଠକ ପରେ, ଏନେଇ ପ୍ରେସମିଟରେ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ଏହି ବର୍ଷର ପ୍ରଥମ କ୍ୟାବିନେଟ ବୈଠକରେ କେନ୍ଦ୍ର ସରକାର ଚାଷୀଙ୍କ ସହ ଜଡ଼ିତ ଅନେକ ପ୍ରମୁଖ…

Read More