What's Hot
Author: Purva Paksha
Vice chanceller: ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ୨୦୨୦ ସୁପ୍ରିମକୋର୍ଟରେ ବିଚାରାଧୀନ ଥିବାବେଳେ ରାଜ୍ୟ ସରକାର ଏହାର ମୂଳ ନିୟମ ଅର୍ଥାତ ଓଡ଼ିଶା ବିଶ୍ୱବିଦ୍ୟାଳୟ ନିୟମ ୧୯୮୯ରେ ସଂଶୋଧନ କରିଛନ୍ତି। ରାଜ୍ୟର ୭ଟି ପ୍ରମୁଖ ବିଶ୍ୱବିଦ୍ୟାଳୟରେ ଖାଲି ପଡ଼ିଛି କୁଳପତି ପଦ। ଏହି ବିଶ୍ୱବିଦ୍ୟାଳୟରେ କେବେ ନୂତନ କୁଳପତିଙ୍କୁ ନିଯୁକ୍ତି ଦିଆଯିବ ସେ ସମ୍ପର୍କରେ କାହା ପାଖରେ ସ୍ପଷ୍ଟ ଉତ୍ତର ନାହିଁ। ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ ୨୦୨୦ ସୁପ୍ରିମକୋର୍ଟରେ ବିଚାରାଧୀନ ଥିବାବେଳେ ରାଜ୍ୟ ସରକାର ଏହାର ମୂଳ ନିୟମ ଅର୍ଥାତ ଓଡ଼ିଶା ବିଶ୍ୱବିଦ୍ୟାଳୟ ନିୟମ ୧୯୮୯ରେ ସଂଶୋଧନ କରିଛନ୍ତି। ନୂତନ ନିୟମକୁ କ୍ୟାବିନେଟ୍ରେ ମଞ୍ଜୁରୀ ମିଳିସାରିଛି; ହେଲେ ବିଧାନସଭାରେ ଏ ସମ୍ପର୍କିତ ବିଲ୍କୁ ସରକାର ଆଗତ ଓ ପାରିତ କରିପାରିନଥିବାରୁ ଆଇନରେ ପରିଣତ ହୋଇପାରିନାହିଁ। କେଉଁ ନିୟମରେ କୁଳପତି ନିଯୁକ୍ତି କରାଯିବ ସେ ନେଇ ରାଜ୍ୟ ସରକାର ଦୋଛକିରେ ଥିବାବେଳେ ପ୍ରମୁଖ ବିଶ୍ୱବିଦ୍ୟାଳୟଗୁଡ଼ିକର କୁଳପତି ପଦ ଖାଲି ପଡ଼ିବା ଶୈକ୍ଷିକ ବାତାବରଣକୁ ପ୍ରଭାବିତ…
