Author: Purva Paksha

Consumers : ବର୍ତ୍ତମାନ ଭାରତର ଗ୍ରାମାଞ୍ଚଳରେ ଏମପିସିଇ ହାର ୪,୧୨୨ ଟଙ୍କା ଥିବାବେଳେ ସହରାଞ୍ଚଳରେ ୬,୯୯୬ ଟଙ୍କା ରହିଛି। ଗତ ଏକ ଦଶନ୍ଧି ଉପଯୋଗ ବ୍ୟୟରେ ସୁଧାରକୁ ନେଇ ସକାରାତ୍ମକ ଧାରା ଦେଖିବାକୁ ମିଳିଥିବା ସର୍ବେକ୍ଷଣରେ ଆଲୋକପାତ କରାଯାଇଛି। ଗତ ଏକ ଦଶନ୍ଧି ମଧ୍ୟରେ ଦେଶରେ ମାସିକ ମୁଣ୍ଡପିଛା ଉପଯୋଗ ବ୍ୟୟ (ଏମପିସିଇ) ଉଲ୍ଲେଖନୀୟଭାବେ ବୃଦ୍ଧି ପାଇଛି। ୨୦୧୧ ତୁଳନାରେ ୨୦୨୩-୨୪ରେ ଏମପିସିଇ ଭାରତର ଗ୍ରାମାଞ୍ଚଳରେ ୧୮୮% ଏବଂ ସହରାଞ୍ଚଳରେ ୧୬୬% ବୃଦ୍ଧି ପାଇଥିବା ପାରିବାରିକ ଉପଭୋକ୍ତା ବ୍ୟୟ ସର୍ବେକ୍ଷଣ(ଏଚସିଇଏସ୍) ୨୦୨୩-୨୪ରୁ ସୂଚନା ମିଳିଛି। ବର୍ତ୍ତମାନ ଭାରତର ଗ୍ରାମାଞ୍ଚଳରେ ଏମପିସିଇ ହାର ୪,୧୨୨ ଟଙ୍କା ଥିବାବେଳେ ସହରାଞ୍ଚଳରେ ୬,୯୯୬ ଟଙ୍କା ରହିଛି। ଗତ ଏକ ଦଶନ୍ଧି ଉପଯୋଗ ବ୍ୟୟରେ ସୁଧାରକୁ ନେଇ ସକାରାତ୍ମକ ଧାରା ଦେଖିବାକୁ ମିଳିଥିବା ସର୍ବେକ୍ଷଣରେ ଆଲୋକପାତ କରାଯାଇଛି। ଏଚସିଇଏସ୍ ପରିବାରଗୁଡ଼ିକ ଦ୍ୱାରା ଦ୍ରବ୍ୟ ଏବଂ ସେବାର ମୁଣ୍ଡପିଛା ଉପଯୋଗ ବିଷୟରେ ସୂଚନା ସଂଗ୍ରହ କରିବା ପାଇଁ ପ୍ରସ୍ତୁତ…

Read More