Author: Purva Paksha

Student Union Election : ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ୪୯ତମ ରାଜ୍ୟ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପୂର୍ବ ବିଜେଡି ସରକାରକୁ ସମାଲୋଚନା କରିଥିଲେ ଯେ ଏତେ ବର୍ଷ ଧରି ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। ଆସନ୍ତା ଶିକ୍ଷାବର୍ଷରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ ହେବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଘୋଷଣା କରିଛନ୍ତି। ଗତ ୬ ବର୍ଷ ମଧ୍ୟରେ ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ହୋଇନଥିବାରୁ ଏହି ଘୋଷଣା ଗୁରୁତ୍ୱବହନ କରୁଛି। ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ (ଏବିଭିପି)ର ୪୯ତମ ରାଜ୍ୟ ସମ୍ମିଳନୀରେ ଯୋଗଦେଇ ମୁଖ୍ୟମନ୍ତ୍ରୀ ପୂର୍ବ ବିଜେଡି ସରକାରକୁ ସମାଲୋଚନା କରିଥିଲେ ଯେ ଏତେ ବର୍ଷ ଧରି ଛାତ୍ର ସଂସଦ ନିର୍ବାଚନ ବନ୍ଦ ରହିଛି। କଲେଜ ଓ ବିଶ୍ୱବିଦ୍ୟାଳୟରେ ସଂଘ ନିର୍ବାଚନକୁ ବିଜେଡି ସରକାର କାହିଁକି ବନ୍ଦ କଲା ବୋଲି ପ୍ରଶ୍ନ କରି ଶ୍ରୀ ମାଝୀ କହିଛନ୍ତି ଯେ ଆସନ୍ତା…

Read More