Author: Purva Paksha

BJD: ଆମେ ହାରି ନାହୁଁ, କି ଲୋକଙ୍କ ବିଶ୍ସାସ ମଧ୍ୟ ହରାଇ ନାହୁଁ। ବିଜେପି ମିଛ କଥା କହି, ମିଛ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଛି ବୋଲି ଆଜି ବିଜେଡିର ପ୍ରତିଷ୍ଠା ଦିବସ ପାଳନ ଅବସରରେ ନବୀନ କହିଛନ୍ତି। ଆଜି ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁ ଜନତା ଦଳର ୨୮ତମ ପ୍ରତିଷ୍ଠା ଦିବସ ପାଳନ କରାଯାଉଛି। ଏହି ଅବସରରେ ଶଙ୍ଖ ଭବନରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ, ଦଳ ପ୍ରତି ଲୋକଙ୍କ ଭଲ ପାଇବା ଓ ବିଜେଡି ସରକାର ସମୟର ସଫଳତା ଉପରେ ଆଲୋକପାତ କରି ଆଗାମୀ ଶହେ ବର୍ଷ ପର୍ଯ୍ୟନ୍ତ ବିଜୁ ଜନତା ଦଳ ଓଡ଼ିଶା ବାସୀଙ୍କ ସେବା କରି ଚାଲିବ ବୋଲି କହିଛନ୍ତି। ଓଡ଼ିଶାର ସ୍ୱାର୍ଥ ସର୍ବାଗ୍ରେ ଏକ ଦୃଢ଼ ଆଞ୍ଚଳିକ ଦଳ ଭାବରେ ଓଡ଼ିଶା ସ୍ୱାର୍ଥର ସୁରକ୍ଷା…

Read More