Author: Purva Paksha

Bishnupada Sethi: ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି, ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ ହଟାଇ ଦିଆଯାଇଛି।  ଟେଣ୍ଡର ଫିକ୍ସିଂ ମାମଲାରେ ସିବିଆଇ ସହ ଲୁଚକାଳି ଖେଳୁଥିବା ବରିଷ୍ଠ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କ ଉପରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଆଜି ତାଙ୍କୁ ୩ଟି ଯାକ ଗୁରୁତ୍ୱପୂର୍ଣ୍ଣ ବିଭାଗର ସଚିବ ପଦରୁ ହଟାଇ ଦେଇଛନ୍ତି। ତାଙ୍କୁ ସାଧାରଣ ପ୍ରଶାସନ ବିଭାଗର ଓଏସଡି (ଅଫିସର ଅନ୍ ସ୍ପେଶାଲ ଡ୍ୟୁଟି) ଭାବେ ପନିସମେଣ୍ଟରେ ପଠାଇ ଦିଆଯାଇଛି । ଆଜି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ୧୯୯୫ ବ୍ୟାଚ୍ ଆଇଏଏସ୍ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ଅନୁସୂଚିତ ଜାତି,ଜନଜାତି ବିଭାଗ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ, ଓଡ଼ିଆ ଭାଷାସାହିତ୍ୟ ଓ ସଂସ୍କୃତି ବିଭାଗର ପ୍ରମୁଖ ସଚିବ ପଦରୁ…

Read More