Author: Purva Paksha

Constitution@75 : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକସଭାରେ ସମ୍ବିଧାନର ୭୫ ବର୍ଷ ପୂର୍ତ୍ତି ନେଇ ଆଲୋଚନା କରି କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ଜରୁରୀକାଳୀନ ପରିସ୍ଥିତିକୁ ସେ ଗଣତନ୍ତ୍ରର ଗଳା କାଟିବା ବୋଲି ବର୍ଣ୍ଣନା କରିବା ସହ କଂଗ୍ରେସ ସମ୍ବିଧାନଅବମାନନା କରୁଥିବା ଅଭିଯୋଗ କରିଥିଲେ। ପଢନ୍ତୁ ପ୍ରଧାନମନ୍ତ୍ରୀଙ୍କ ଭାଷଣର ୭୫ଟି ଖାସ୍ କଥା । ଲୋକସଭାରେ ସମ୍ବିଧାନର ୭୫ତମ ବାର୍ଷିକୀ ଅବସରରେ ହୋଇଥିବା ବିତର୍କର ଉତ୍ତର ରଖିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଲୋକସଭାରେ ସମ୍ବିଧାନ ଗ୍ରହଣର ୭୫ ବର୍ଷ ପୂର୍ତ୍ତି ଅବସରରେ ଡିସେମ୍ବର ୧୩ ତାରିଖରେ ଏହା ଉପରେ ଦୁଇ ଦିନିଆ ବିତର୍କ ଆରମ୍ଭ ହୋଇଥିଲା। ଏହା ପୂର୍ବରୁ ଶୁକ୍ରବାର ସମ୍ବିଧାନ ଉପରେ ହୋଇଥିବା ବିତର୍କରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ୱାୟନାଡ ସାଂସଦ ପ୍ରିୟଙ୍କା ଗାନ୍ଧି ଭାବ ଉଦ୍ରେକ କରିବା ଭଳି ଭାଷଣ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ତାଙ୍କ ଭାଷଣରେ କହିଲେ ଯେ କଂଗ୍ରେସର ଗୋଟିଏ ପରିବାର ସମ୍ବିଧାନକୁ କ୍ଷତି…

Read More