Author: Purva Paksha

Pravasi Bharatiya Divas : ତିନି ଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମ ପାଇଁ ପୁଲିସ ପକ୍ଷରୁ କ’ଣ ବ୍ୟବସ୍ଥା କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ଏହି ସମ୍ମିଳନୀରେ ବରିଷ୍ଠ କେନ୍ଦ୍ର ମନ୍ତ୍ରୀ, ପ୍ରବାସୀ ଭାରତୀୟ ଏବଂ ବୈଦେଶିକ ବ୍ୟାପାର ମନ୍ତ୍ରାଳୟର ବିଶିଷ୍ଟ ବ୍ୟକ୍ତିଙ୍କ ସମେତ ଅନେକ ଭିଭିଆଇପି ଯୋଗ ଦେବେ। ଆସନ୍ତା ଜାନୁଆରି ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରଜନତା ମଇଦାନରେ ହେବାକୁ ଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ପାଇଁ ଓଡ଼ିଶା ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏହି ହାଇପ୍ରୋଫାଇଲ୍ କାର୍ଯ୍ୟକ୍ରମ ପୂର୍ବରୁ ଶନିବାର ପୁଲିସ ମହାନିର୍ଦ୍ଦେଶକ ଯୋଗେଶ ବାହାଦୁର ଖୁରାନିଆଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ତିନିଦିନ ଧରି ଚାଲିବାକୁ ଥିବା ଏହି କାର୍ଯ୍ୟକ୍ରମ ପାଇଁ ପୁଲିସ ପକ୍ଷରୁ କ’ଣ ବ୍ୟବସ୍ଥା କରାଯିବ ସେ ନେଇ ବୈଠକରେ ଆଲୋଚନା ହୋଇଥିଲା। ଏହି ସମ୍ମିଳନୀରେ ବରିଷ୍ଠ କେନ୍ଦ୍ର ମନ୍ତ୍ରୀ, ପ୍ରବାସୀ…

Read More