Author: Purva Paksha

ପାନୀୟ ଜଳ ପ୍ରକଳ୍ପ; ମଲେଇ ଖାଇ ପଳେଇଲେ ଠିକାଦାର : ମନ୍ତ୍ରୀ ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପକୁ ନେଇ ବିଧାନସଭା  ସରଗରମ ଆଲୋଚନା ହୋଇଛି । ଚୌଦ୍ୱାରା ବିଧାୟକ ସୌଭିକ ବିଶ୍ୱାଳଙ୍କ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରିତା ସମ୍ପର୍କୀତ ମୂଳ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି ରାଜ୍ୟରେ ଏବେ ୧୯୧ଟି ପାନୀୟ ଜଳ ପ୍ରକଳ୍ପ ନିର୍ମାଣାଧୀନ ରହିଛି । ରାଜ୍ୟରେ ମାତ୍ର ୧୬ଟି ପାନୀୟ ଜଳ ପ୍ରକଳ୍ପ ସମ୍ପୂର୍ଣ୍ଣ ହୋଇଛି । ନିର୍ମାଣାଧୀନ ୧୯୧ ପାନୀୟ ଜଳ ପ୍ରକଳ୍ପ  ୩ଟି ପର୍ଯ୍ୟାୟରେ ସମ୍ପୂର୍ଣ୍ଣ ହେବ । ୨୦୨୫ ମାର୍ଚ୍ଚ ସୁଦ୍ଧା ୫୬ଟି ଏବଂ ଡିସେମ୍ବର ସୁଦ୍ଧା ୫୪ଟିର କାର୍ଯ୍ୟ ସରିବ । ବାକି ୮୧ଟି ପ୍ରକଳ୍ପ ୨୦୨୫ ଜୁନ୍‌ ସୁଦ୍ଧା ସାରିବାକୁ ଲକ୍ଷ୍ୟ ରହିଛି ବୋଲି କହିଛନ୍ତି  । ବିଜଦ ସରକାରଙ୍କୁ ଟାର୍ଗେଟ କରି ମନ୍ତ୍ରୀ ଶ୍ରୀ ନାୟକ କହିଛନ୍ତି ପୂର୍ବ ସରକାର ପାନୀୟ…

Read More