Author: Purva Paksha

UP potato : ଉତ୍ତରପ୍ରଦେଶରୁ ଭୁବନେଶ୍ୱର ଆଇଗିଣିଆ ମାର୍କେଟକୁ ୧୦ରୁ୧୨ ଟ୍ରକ ଆଳୁ ଟ୍ରକ୍‌ ପହଞ୍ଚିଛି। ଉତ୍ତରପ୍ରଦେଶରୁରୁ ଗୋଟିଏ ଟ୍ରକ୍ ଆଳୁ ସହିତ ୪ଟ୍ରକ୍ ଆଳୁ ପଶ୍ଚିମବଙ୍ଗରୁ ଆସି କଟକ ଛତ୍ର ବଜାରରେ ପହଞ୍ଚିଥିବା ଜଣାଯାଇଛି। ଉତ୍ତରପ୍ରଦେଶରୁ ଭୁବନେଶ୍ୱର ଆଇଗିଣିଆ ମାର୍କେଟକୁ ୧୦ରୁ୧୨ ଟ୍ରକ ଆଳୁ ଟ୍ରକ୍‌ ପହଞ୍ଚିଛି। ଉତ୍ତରପ୍ରଦେଶରୁରୁ ଗୋଟିଏ ଟ୍ରକ୍ ଆଳୁ ସହିତ ୪ଟ୍ରକ୍ ଆଳୁ ପଶ୍ଚିମବଙ୍ଗରୁ ଆସି କଟକ ଛତ୍ର ବଜାରରେ ପହଞ୍ଚିଥିବା ଜଣାଯାଇଛି। ପଶ୍ଚିମବଙ୍ଗରୁ ଏହି ଆଳୁ ଗାଡ଼ି ଗଳାବାଟ ଦେଇ ଆସିଥିବା ସୂଚନା ରହିଛି।  ସେହିପରି ଆଳୁ ଗାଡ଼ି ପହଞ୍ଚିବା ପରେ ବଜାରରେ ଆଳୁ ଦର ହ୍ରାସ ପାଇବ ବୋଲି ଗ୍ରାହକ ଆଶାବାଦୀ ଅଛନ୍ତି। ପଶ୍ଚିମବଙ୍ଗ ସରକାର ଆଳୁ ଗାଡ଼ି ନ ଛାଡ଼ିବା ପରେ ବଜାରରେ ୩oରୁ ୩୫ଟଙ୍କା ଦରରେ ମିଳୁଥିବା ଆଳୁ ଚଢ଼ା ଧରରେ ବିକ୍ରି ହେଉଥିଲା। ଯାହାକୁ ନେଇ ଚିନ୍ତାରେ ଥିଲେ ଗ୍ରାହକ। ଗତକାଲି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତରପ୍ରଦେଶରୁ ୩୦୦…

Read More