Author: Purva Paksha

SOPs for fly ash : ଓପିଜିସିଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷାର କଲେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ। ସମୟରେ ଫ୍ଲାଏ ଆଶ୍‍କୁ ନେଇ ଏସଓପି (SOP) ଅଣାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ଶ୍ରୀ ସିଂହଦେଓ ପ୍ରକାଶ କରିଥିଲେ। ଫ୍ଲାଏ ଆଶ୍‍ ଦ୍ଵାରା ପୂରଣ ହେଉଥିବା ପୋଖରୀ ଏବଂ ସେହି ଅଞ୍ଚଳରେ ପର୍ଯ୍ୟଟନର ବିକାଶ କରିବାକୁ ଶ୍ରୀ ସିଂହଦେଓ ପରାମର୍ଶ ଦେଇଥିଲେ। ଆଜି ଲୋକସେବା ଭବନରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କ ଅଧ୍ୟକ୍ଷତାରେ ଓପିଜିସିଦ୍ଵାରା ଚାଲିଥିବା ପ୍ରକଳ୍ପର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଥିଲା। ଓଡ଼ିଶା ପାୱାର ଜେନେରେସନ୍ କର୍ପୋରେସନ ଲିମିଟେଡ଼ ହେଉଛି ଓଡ଼ିଶାର ବୃହତ ତାପଜ ବିଦ୍ୟୁତ୍‍ ଉତ୍ପାଦନ କେନ୍ଦ୍ର। ରାଜ୍ୟର ମୋଟ୍ ବିଜୁଳି ଚାହିଦାର ୩୦ ପ୍ରତିଶତ ଓପିଜିସି ପୂରଣ କରେ। ଏକ ବିଶ୍ଵସ୍ତରୀୟ ସ୍ଵଚ୍ଛ, ନିରାପଦ ଏବଂ ନିର୍ଭରଯୋଗ୍ୟ ଶକ୍ତି ଉତ୍ପାଦନ କରିବାରେ ଓପିଜିସି ପ୍ରତିଶ୍ରୁତିବଦ୍ଧ। ତାପଜ…

Read More