Author: Purva Paksha

ରାଜ୍ୟରୁ ବେଆଇନ ନିଶା କାରବାରକୁ ସମ୍ପୂର୍ଣ୍ଣ ମୂଳପୋଛ କରିବାକୁ ରାଜ୍ୟ ସରକାରଙ୍କ ତତ୍ପରତା ପ୍ରକାଶ ପାଇଛି । ସେଥିପାଇଁ ରାଜ୍ୟରୁ ଗଞ୍ଜେଇ ଚାଷକୁ ମୂଳପୋଛ କରିବା ଲକ୍ଷ୍ୟରେ ଓଡିଶା ପୋଲିସ । ଅପରେସନ୍ ଗ୍ରୀନ୍ କ୍ଲିନ୍ ଅଭିଯାନ ଆରମ୍ଭ ହୋଇଥିବା ନେଇ ସୂଚନା ଦେଇଛନ୍ତି ଆରକ୍ଷୀ ମହାନିର୍ଦ୍ଦେଶକ ଯୋଗେଶ ବାହାଦୂର ଖୁରାନିଆ ।  ୨୦୨୬ ସୁଦ୍ଧା ରାଜ୍ୟରେ ବେଆଇନ ନିଶା କାରବାର ବନ୍ଦ କରିବାକୁ ଟାର୍ଗେଟ କରାଯାଇଛି । ପ୍ରତ୍ୟେକ ଦିନ ଏକର ଏକର ଗଞ୍ଜେଇ ଚାଷ କରାଯାଉଛି ନଷ୍ଟ । ରାଜ୍ୟ ପୋଲିସ୍, ଅବକାରୀ ବିଭାଗ, ରାଜସ୍ଵ ବିଭାଗ ପକ୍ଷରୁ ମିଳିତ ଭାବେ ଏବେ ଗଞ୍ଜେଇ ନଷ୍ଟ କରିବା ନେଇ ଗଠନ କରାଯାଇଛି ଯୁଗ୍ମ ଟାସ୍କଫୋର୍ସ । ଡିଜିପି ଖୁରାନିଆ ଆଜି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇ କହିଛନ୍ତି, ରାଜ୍ୟରେ ୯ଟି ଜିଲ୍ଲାରେ ସର୍ବାଧିକ ଗଂଜେଇ ଚାଷ ହେଉଛି । ଡ୍ରୋନ୍ ଓ ସାଟେଲାଇଟ୍ ମାଧ୍ୟମରେ ଗଞ୍ଜେଇ…

Read More