What's Hot
Author: Purva Paksha
ଓଡ଼ିଶାରେ ବିବାହ ପର୍ଯ୍ୟଟନ (ୱେଡିଂ ଟୁରିଜିମ) କ୍ଷେତ୍ର ବିକାଶ ପାଇଁ ଦ୍ୱାର ଉନ୍ମୁକ୍ତ ବିଶ୍ୱ ଦରବାରରେ ଓଡ଼ିଶା ପର୍ଯ୍ୟଟନକୁ ଏକ ସ୍ୱତନ୍ତ୍ର ପରିଚୟ ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଲଣ୍ଡନ ଏକ୍ସେଲ ସେଣ୍ଟରରେ ଅନୁଷ୍ଠିତ ୱାର୍ଲïଡ ଟୁରିଜିମ ମାର୍କେଟ(ଡବ୍ଲଟିଏମ)- ୨୦୨୪ରେ ଓଡ଼ିଶା ପାଭିଲିୟନକୁ ଉଦ୍ଘାଟନ କରିଛନ୍ତି । ଏହି ଉଦ୍ଘାଟନ କାର୍ଯ୍ୟକ୍ରମରେ ୟୁନାଇଟେଡ କିଙ୍ଗଡମ୍ର ଭାରତୀୟ ହାଇ-କମିଶନର ବିକ୍ରମ ଦୋରାଇସ୍ୱାମୀଙ୍କ ସହ ତେଲେଙ୍ଗନା ରାଜ୍ୟର ପର୍ଯ୍ୟଟନ ମନ୍ତ୍ରୀ ଜୁପଲି କ୍ରୀଷ୍ଣା ରାଓ ଓ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରାଳୟର ମହାନିର୍ଦ୍ଦେଶିକା ମୁଗ୍ଧା ସିହ୍ନା ମଧ୍ୟ ଉପସ୍ଥିତ ଥିଲେ । ଏହି ଅବସରରେ ଶ୍ରୀମତୀ ପରିଡାଙ୍କୁ ସମ୍ମାନିତ କରାଯାଇଥିଲା । ଏହା ସହ ଶ୍ରୀମତୀ ପରିଡା ଅନ୍ୟ ପ୍ରତିଷ୍ଠିତ ରାଜ୍ୟର ପର୍ଯ୍ୟଟନ ପାଭିଲିୟନକୁ ମଧ୍ୟ ପରିଦର୍ଶନ କରିଥିଲେ । ଓଡ଼ିଶା ପର୍ଯ୍ୟଟନର ବିକାଶ ନିମନ୍ତେ ଶ୍ରୀମତୀ ପରିଡାଙ୍କ ନେତୃତ୍ୱରେ ଲଣ୍ଡନ ଗସ୍ତ କରିଥିବା ଉଚ୍ଚସ୍ତରୀୟ ପ୍ରତିନିଧିବୃନ୍ଦ ୟୁକେସ୍ଥିତ ପ୍ରମୁଖ ନିବେଶକ, ଅଂଶୀଦାର ଓ ଉଦ୍ୟୋଗୀମାନଙ୍କ…
