Author: Purva Paksha

ଆଜି କଳିଙ୍ଗ ଷ୍ଟାଡିୟମରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଙ୍କ ସହିତ କ୍ରୀଡ଼ାମନ୍ତ୍ରୀ ଶ୍ରୀ ସୂର୍ଯ୍ୟବଂଶୀ ସୂରଜ, ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ୱୀରାଜ ହରିଚନ୍ଦନ   ଗ୍ରାମୀଣ ବିକାଶ ମନ୍ତ୍ରୀ ଶ୍ରୀ ରବି ନାୟକ ଏବଂ କୋରେଇ ବିଧାୟକ ଶ୍ରୀ ଆକାଶ ଦାସନାୟକ  ପ୍ରାତଃ ଭ୍ରମଣ କରିବା ସହ ବ୍ୟାୟାମ କରିଲେ |

Read More