Author: Purva Paksha

ରଜରେ ବର୍ଷା ହେବାକୁ ନେଇ ଆକଳନ କରିଛି ପାଣିପାଗ ବିଭାଗ । ମୌସୁମୀ ସକ୍ରିୟ ହେବାକୁ ନେଇ ଆଶା କରାଯାଉଛି । ଏନେଇ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ଏଵେ ଦକ୍ଷିଣ ପୂର୍ବ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ୧୪ ରୁ ୧୬ ଜୁନ ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ୧୨ ଜୁନ ପରଠାରୁ ରାଜ୍ୟରେ ପାଗରେ ପରିବର୍ତ୍ତନ ହେବା ସହିତ ୧୪ ତାରିଖଠାରୁ ଧୀରେ ଧୀରେ ବର୍ଷାର  ବଢିପାରେ । ଏଥିସହ ପାଣିପାଗ ବିଭାଗ ପକ୍ଷରୁ ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ କାଳବୈଶାଖୀଜନିତ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଆଜି ପାଇଁ ୨୬ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବିଭିନ୍ନ ସ୍ଥାନରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ଚେତାବନୀ ମିଳିଛି ।…

Read More