What's Hot
Author: Purva Paksha
Dr. Arundhati Devi to be conferred with Pradyumna Bala Memorial Award II ଡକ୍ଟର ଅରୁନ୍ଧତୀ ଦେବୀଙ୍କୁ ପ୍ରଦ୍ୟୁମ୍ନ ବଳ ସ୍ମାରକୀ ସମ୍ମାନ
-ଏସ.ଏମ. ଫାରୁକ, ଗୋପୀନାଥ ସିଂ ଓ ଡକ୍ଟର ହରିଶ୍ଚନ୍ଦ୍ର ପୃଷ୍ଟିଙ୍କୁ ବ୍ୟକ୍ତିତ୍ୱ ସମ୍ମାନ -ଯୁବ ପ୍ରତିଭା ସୁମନ୍ତ ମହାରଣା ଓ କ୍ରୀଡା ପ୍ରତିଭା ପୂଜାସ୍ୱିନୀ ନାୟକଙ୍କୁ ସ୍ୱତନ୍ତ୍ର ସମ୍ମାନ -ସାମ୍ବାଦିକତା ଲାଗି ବାଲେଶ୍ୱର-ସୋରର ଶିଶିର କୁମାର ଦାସଙ୍କୁ ପ୍ରଦ୍ୟୁମ୍ନ ବଳ ସମ୍ମାନ ଅନ୍ତର୍ଜାତୀୟ ଶୋଭନୀୟ ଆନ୍ଦୋଳନର ନିର୍ଦ୍ଦେଶିକା ଗୁରୁମା’ ଡକ୍ଟର ଅରୁନ୍ଧତୀ ଦେବୀ ଚଳିତ ବର୍ଷର ପ୍ରଦ୍ୟୁମ୍ନ ବଳ ସ୍ମାରକୀ ସମ୍ମାନ ପାଇବେ। ପ୍ରଦ୍ୟୁମ୍ନ ବଳ ରାଜ୍ୟସ୍ତରୀୟ ଜୟନ୍ତୀ କମିଟି ପକ୍ଷରୁ ଜୀବନବ୍ୟାପୀ ଶିକ୍ଷା-ସମାଜସେବା ଓ ଏକ ଶୋଭନୀୟ ସମାଜ ଗଠନ ଦିଗରେ ତ୍ୟାଗପୂତ ଅବଦାନ ଲାଗି ଡକ୍ଟର ଅରୁନ୍ଧତୀ ଦେବୀଙ୍କୁ ଏହି ସମ୍ମାନ ନିମନ୍ତେ ମନୋନୀତ କରାଯାଇଛି। ସେହିପରି ଚଳିତବର୍ଷ ବିଭିନ୍ନ କ୍ଷେତ୍ରରେ କାର୍ଯ୍ୟ ଲାଗି ଭଦ୍ରକର ସମାଜସେବୀ ଏସ.ଏମ.ଫାରୁକ, ମୟୂରଭଞ୍ଜ ଜିଲ୍ଲା ଇଟାମୁଣ୍ଡିଆର ଜଙ୍ଗଲ ଓ ପରିବେଶ ସୁରକ୍ଷାକାରୀ ଗୋପୀନାଥ ସିଂ ଏବଂ ଯାଜପୁର ଜିଲ୍ଲାର ବିଶିଷ୍ଟ ଐତିହାସିକ ତଥା ବୌଦ୍ଧ ଗବେଷକ ଡକ୍ଟର ହରିଶ୍ଚନ୍ଦ୍ର ପୃଷ୍ଟିଙ୍କୁ ‘ପ୍ରଦ୍ୟୁମ୍ନ…
