What's Hot
Author: Purva Paksha
ସାବରକର ମନ୍ତବ୍ୟକୁ ନେଇ ରାହୁଲ ଗାନ୍ଧିଙ୍କୁ କଡ଼ା ସମାଲୋଚନା କଲେ ସୁପ୍ରିମକୋର୍ଟ: ଜେଜେମା’ ତାଙ୍କୁ ପ୍ରଶଂସା କରିଥିଲେ
Rahul Gandhi: ସ୍ୱାଧୀନତା ସଂଗ୍ରାମୀ ବୀର ସାବରକରଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ବିରୋଧରେ ଏଭଳି ମନ୍ତବ୍ୟ ଦେବାକୁ ଅନୁମତି ଦେବେ ନାହିଁ ଏବଂ ବାରମ୍ବାର ସମାଲୋଚନା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ସ୍ୱାଧୀନତା ସଂଗ୍ରାମୀ ବୀର ସାବରକରଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା କଂଗ୍ରେସ ନେତା ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟ କଡ଼ା ସମାଲୋଚନା କରିବା ସହ ସ୍ୱାଧୀନତା ସଂଗ୍ରାମୀଙ୍କ ବିରୋଧରେ ଏଭଳି ମନ୍ତବ୍ୟ ଦେବାକୁ ଅନୁମତି ଦେବେ ନାହିଁ ଏବଂ ବାରମ୍ବାର ସମାଲୋଚନା କଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଚେତାବନୀ ଦେଇଛନ୍ତି। ଆହ୍ଲାବାଦ ହାଇକୋର୍ଟଙ୍କ ଆଦେଶକୁ ଚ୍ୟାଲେଞ୍ଜ କରି ରାହୁଲ ଗାନ୍ଧି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେବାର ଗୋଟିଏ ଦିନ ପରେ ଏହି ମାମଲାରେ ତାଙ୍କ ବିରୋଧରେ ସମନକୁ ରଦ୍ଦ କରିବାକୁ ମନା କରିଦେଇଛନ୍ତି। ୨୦୨୨ ନଭେମ୍ବର ୧୭ତାରିଖରେ ମହାରାଷ୍ଟ୍ରର…
