Author: Purva Paksha

IMD: ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସର୍ବୋଚ୍ଚ କିମ୍ବା ଦିନର ତାପମାତ୍ରା ଧୀରେ ଧୀରେ ୩ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଓଡ଼ିଶାରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ଛୁଇଁପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନକୁ ଦୃଷ୍ଟିରେ ରଖି ଉପଯୁକ୍ତ ପଦକ୍ଷେପ ନେବାକୁ ସ୍ୱତନ୍ତ୍ର ରିଲିଫ୍ କମିସନର (ଏସ୍ଆରସି) ରବିବାର ସମସ୍ତ ଜିଲ୍ଲାପାଳଙ୍କୁ ଆଡଭାଇଜରି ଜାରି କରିଛନ୍ତି। ଆଇଏମଡିର ପୂର୍ବାନୁମାନ ଅନୁଯାୟୀ, ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଓଡ଼ିଶାର ଆଭ୍ୟନ୍ତରୀଣ ଜିଲ୍ଲାଗୁଡ଼ିକରେ ସର୍ବୋଚ୍ଚ କିମ୍ବା ଦିନର ତାପମାତ୍ରା ଧୀରେ ଧୀରେ ୩ରୁ ୫ ଡିଗ୍ରୀ ସେଲସିୟସ ବୃଦ୍ଧି ପାଇବାର ଆଶଙ୍କା ରହିଛି। ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲ୍ଲାରେ ସର୍ବୋଚ୍ଚ ତାପମାତ୍ରା ୩୭ ଡିଗ୍ରୀ ସେଲସିୟସ୍ ଓ ତା’ଠାରୁ ଅଧିକ ରେକର୍ଡ କରାଯାଇଥିବାବେଳେ ଆସନ୍ତା ୫ ଦିନ ମଧ୍ୟରେ କେତେକ…

Read More