Author: Purva Paksha

Millet Beverage: ରାଜ୍ୟରେ ଏକ ସ୍ୱଚ୍ଛ ଅବକାରୀ ନୀତି ଗ୍ରହଣ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥି ସହ ସମ୍ପୃକ୍ତ ଅଂଶୀଦାରମାନଙ୍କ ସମେତ ରାଜ୍ୟବାସୀ ଉପକୃତ ହୋଇପାରିବେ ଏ ନେଇ ବ୍ୟବସ୍ଥା କରାଯାଉଛି। ରାଜ୍ୟରେ ମାଣ୍ଡିଆ, ଯଅ, ଓ ବାଜରାଭିତ୍ତିକ ମଦ ପ୍ରସ୍ତୁତି ସହ ବ୍ୟବସାୟିକ ପ୍ରୋତ୍ସାହନ, ମଦ ଅପମିଶ୍ରଣ ରୋକିବା, ବ୍ୟାପକ ସଚେତନତା ନେଇ ଅବକାରୀ ବିଭାଗ ପକ୍ଷରୁ ଆୟୋଜିତ ବୈଠକରେ ଆଲୋଚନା ହୋଇଥିଲା। ସେହିଭଳି ଜନଜାତି ବର୍ଗଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ମହୁଲ ଫୁଲର ସଂଗ୍ରହ ଉପରେ ଗୁରୁତ୍ୱାରୋପ କରାଯାଇଥିଲା। ଏଥିପାଇଁ ସମ୍ପୃକ୍ତ ବ୍ୟକ୍ତି ଆବଶ୍ୟକୀୟ ଅର୍ଥ ପାଇପାରିବ ଏ ନେଇ ବୈଠକରେ ବ୍ୟାପକଭାବେ ଆଲୋଚନା କରାଯିବା ସହ ସମ୍ପୃକ୍ତ ବିଭାଗଗୁଡ଼ିକ ସେମାନଙ୍କର ମତାମତ ପ୍ରଦାନ କରିଥିଲେ। ରାଜ୍ୟରେ ଏକ ସ୍ୱଚ୍ଛ ଅବକାରୀ ନୀତି ଗ୍ରହଣ କରିବା ପାଇଁ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଏଥି ସହ ସମ୍ପୃକ୍ତ ଅଂଶୀଦାରମାନଙ୍କ ସମେତ ରାଜ୍ୟବାସୀ ଉପକୃତ ହୋଇପାରିବେ…

Read More