Author: NAZMEEN PARWEEN

ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ସମଗ୍ର ଶିକ୍ଷା ଅଧୀନରେ ପ୍ରାଥମିକ ବିଦ୍ୟାଳୟର କନିଷ୍ଠ ଶିକ୍ଷକ (ସ୍କିମାଟିକ)ମାନଙ୍କ ଦରମା ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଧନ୍ୟବାଦ ଜଣାଇଛନ୍ତି। ମନ୍ତ୍ରୀ ଶ୍ରୀ ଗଣ୍ଡ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଏକ ପୋଷ୍ଟ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେବା ସହିତ ଏହି ନିଷ୍ପତ୍ତି ଶିକ୍ଷାଦାତାଙ୍କୁ ସଶକ୍ତ କରିବା ସହିତ ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବ ବୋଲି କହିଛନ୍ତି। ସୂଚନା ଥାଉକି, ଆଜି  ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ମାଧ୍ୟମରେ ଏହା ଜଣାଇଦିଆ ଯାଇଛିଯେ ସ୍କିମାଟିକ୍ କନିଷ୍ଠ ଶିକ୍ଷକ ମାନଙ୍କ ମାସିକ ପାରିଶ୍ରମିକ ୧୧,୦୦୦ ଟଙ୍କା ରୁ ୧୬,୦୦୦ ଟଙ୍କା ବୃଦ୍ଧି କରା ଯାଇଛି। ସମଗ୍ର ଶିକ୍ଷା…

Read More