Author: NAZMEEN PARWEEN

ସାରା ବିଶ୍ଵରେ ବଢ଼ି ବଢ଼ି ଚାଲିଛି ସୁନା ଦର । ରେକର୍ଡ ସ୍ତରରେ ପହଞ୍ଚିଛି ସୁନା ମୂଲ୍ୟ । ଦୀପାବଳି ସୁଦ୍ଧା ଲକ୍ଷେ ଛୁଇପାରେ ସୁନା । ୨୪ କ୍ୟାରେଟ୍ ସୁନା ୧୦ ଗ୍ରାମକୁ ୮୮ ହଜାର ପାର କଲାଣି । ଆଗକୁ ସୁନା ଦର ୯୦ ହଜାର ଅତିକ୍ରମ କରିବା ଆଶଙ୍କା କରାଯାଉଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୭ ହଜାର ୦୬୦ ଟଙ୍କା ଛୁଇଁଛି । ଭାରତୀୟ ବଜାରରେ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୮୬ ହଜାର ୯୩୦ ଟଙ୍କା ହୋଇଛି । ଏହାସହ ୨୨ କ୍ୟାରେଟ୍ ସୁନା ମୂଲ୍ୟ ୮୦ ହଜାର ୬୦୦ ଟଙ୍କା ଛୁଇଁଛି । ସେହିପରି ଆଜି ଭୁବନେଶ୍ୱରରେ ୨୪ କ୍ୟାରେଟ ସୁନାଦର ୮୭ ହଜାର ୯୩୦ ଟଙ୍କା ରହିଥିବା ବେଳେ ୨୨ କ୍ୟାରେଟ୍ ସୁନାଦର ୮୦ ହଜାର ୬୦୦ ହୋଇଛି । ମୁମ୍ବାଇରେ ୨୨ କ୍ୟାରେଟ୍…

Read More