Author: NAZMEEN PARWEEN

ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ଦିନିକିଆ ସିରିଜର ୩ୟ ମ୍ୟାଚ ପାଇଁ ଟିମ୍ ଇଣ୍ଡିଆ ଅହମଦାବାଦରେ ପହଞ୍ଚିସାରିଛି । ୩ୟ ମ୍ୟାଚ୍ ଆସନ୍ତାକାଲି ଖେଳାଯିବ । ତେବେ ଏହାରି ମଧ୍ୟରେ ଟିମ ଇଣ୍ଡିଆର ଷ୍ଟାର ଖେଳାଳି ବିରାଟ କୋହଲିଙ୍କ ଏକ ଭିଡିଓ ଭାଇରଲ ହେବାରେ ଲାଗିଛି । ଯେଉଁଥିରେ ବିରାଟ ଏୟାରପୋର୍ଟରେ ଜଣେ ମହିଳାଙ୍କୁ ଆଲିଙ୍ଗନ କରୁଛନ୍ତି । ଇଂଲଣ୍ଡ ବିପକ୍ଷରେ ଦ୍ବିତୀୟ ଦିନିକିଆ ମ୍ୟାଚ ଜିତିବା ପରେ ଟିମ୍ ଇଣ୍ଡିଆ ଭୁବନେଶ୍ବରରୁ ଅହମଦାବାଦକୁ ଉଡ଼ାଣ ଭରିଥିଲା । ଏହି ସମୟରେ ଭୁବନେଶ୍ବର ଏୟାରପୋର୍ଟରେ ଟିମ୍ ଇଣ୍ଡିଆ ଯାଉଥିବା ବେଳେ ବିରାଟ କୋହଲି ମଧ୍ୟ ଯାଉଥିଲେ । ଏହି ସମୟରେ ଏୟାରପୋର୍ଟରେ ଜଣେ ମହିଳା ପ୍ରଶଂସକ ବିରାଟଙ୍କୁ ଆଲିଙ୍ଗନ ପାଇଁ ଆଗକୁ ଆସିଥିଲେ । ଏହି ସମୟରେ ବିରାଟ କୋହଲି ମହିଳା ଫ୍ୟାନଙ୍କ ପାଖକୁ ଯାଇ ଆଲିଙ୍ଗନ କରିଥିଲେ । ଏହା ଦେଖି ସିକ୍ୟୁରିଟି ମଧ୍ୟ ଆଶ୍ଚର୍ଯ୍ୟ ହୋଇଯାଇଥିଲେ । ଯାହାର ଭିଡିଓ…

Read More