What's Hot
Author: NAZMEEN PARWEEN
ଏଆଇରୁ ଥର୍ମୋନ୍ୟୁକ୍ଲିୟର୍ ରିଏକ୍ଟର ପର୍ଯ୍ୟନ୍ତ: ଜାଣନ୍ତୁ ଫ୍ରାନ୍ସ-ଆମେରିକା ଗସ୍ତ ପାଇଁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଏଜେଣ୍ଡାରେ କ’ଣ ରହିଛି?
ଫ୍ରାନ୍ସ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କ ସହ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ (ଏଆଇ) ଆକ୍ସନ ଶିଖର ସମ୍ମିଳନୀର ତୃତୀୟ ସଂସ୍କରଣର ସହ ଅଧ୍ୟକ୍ଷତା କରିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନି ଦିନିଆ ଫ୍ରାନ୍ସ ଗସ୍ତରେ ଯାଇଛନ୍ତି । ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନିମନ୍ତ୍ରଣକ୍ରମେ ଫ୍ରାନ୍ସରୁ ପ୍ରଧାନମନ୍ତ୍ରୀ ମୋଦୀ ଆସନ୍ତା ୧୨ ତାରିଖରେ ଦୁଇ ଦିନିଆ ଆମେରିକା ଗସ୍ତରେ ଯିବେ। ହ୍ୱାଇଟ ହାଉସରେ ତାଙ୍କର ଦ୍ୱିତୀୟ କାର୍ଯ୍ୟକାଳ ସମୟରେ ସେ ପ୍ରଥମ ଥର ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଭେଟିବେ । ନଜର ପକାନ୍ତୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ଗସ୍ତ ସୂଚୀ ପ୍ରଧାନମନ୍ତ୍ରୀ ମୋଦୀ ଫେବ୍ରୁଆରି ୧୦ (ସୋମବାର) ପ୍ୟାରିସ୍ ରେ ପହଞ୍ଚିବେ, ଯେଉଁଠାରେ ସେ ରାଷ୍ଟ୍ରପତି ମାକ୍ରୋନ୍ ଙ୍କ ଦ୍ୱାରା ଆୟୋଜିତ ରାତ୍ରୀ ଭୋଜନରେ ଯୋଗ ଦେବେ। ଏହି କାର୍ଯ୍ୟକ୍ରମରେ ବୈଷୟିକ ଉଦ୍ୟୋଗର ଶୀର୍ଷ ସିଇଓଙ୍କ ସମେତ ବିଭିନ୍ନ କ୍ଷେତ୍ରର ପ୍ରମୁଖ ନେତାମାନେ ଯୋଗଦେବେ ବୋଲି ଆଶା କରାଯାଉଛି। 2047 ହରାଇଜନ ରୋଡମ୍ୟାପ୍, ଥର୍ମୋନ୍ୟୁକ୍ଲିୟର…
