Author: NAZMEEN PARWEEN

ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ ପାଇପାରିବେ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୦. ୯୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୫୧ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭ ଟଙ୍କା ୬୭ ପଇସା ହୋଇଛି । ମୁମ୍ବାଇରେ ପେଟ୍ରୋଲ ଲିଟର ପିଛା ୧୦୩ ଟଙ୍କା ୫୦ ପଇସା ହୋଇଥିବା ବେଳେ ଡିଜେଲ ଲିଟର ପିଛା ୯୦.୦୩ ଟଙ୍କା ରହିଛି । ସେହିପରି କୋଲକାତାରେ ପେଟ୍ରୋଲ ଦର ୧୦୫ . ୦୧ ଟଙ୍କା ଥିବାବେଳେ ଡିଜେଲ ଦର ୯୧ ଟଙ୍କା ୮୨ ପଇସା ରହିଛି । ଚେନ୍ନାଇରେ ପେଟ୍ରୋଲ ଦର ୧୦୦ ଟଙ୍କା ୯୦ ପଇସା ଥିବା ବେଳେ…

Read More